ଭୁବନେଶ୍ୱର: ଆଜି ରାତିରୁ ପୁଣି ଶସ୍ତା ହେବ ପେଟ୍ରୋଲ ଓ ଡିଜେଲ । କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କା ଉତ୍ପାଦ ଶୁଳ୍କ କମାଇଥିଲେ । ଏହାପରେ ଗତକାଲି ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ୩ ଟଙ୍କା ଭାଟ୍ ହ୍ରାସ କରାଯିବ ବୋଲି ଘୋଷଣା କରିଥିଲେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ