ଫୁଲବାଣୀ: ଲଗାଣ ବର୍ଷାରେ ବେହାଲ କନ୍ଧମାଳ ଜିଲ୍ଲା । ବିଭିନ୍ନ ସ୍ଥାନରେ ଘରେ ପାଣି ପଶିଥିବା ବେଳେ ବଡ଼ ବଡ଼ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି । ଗତରାତିଠାରୁ ଲଗାଣ ବର୍ଷା ହେବା ଯୋଗୁ ଫୁଲବାଣୀର ଢିପାସାହିର ରାସ୍ତା ଉପରେ ୩ ଫୁଟର ପାଣି ଚାଲୁଥିବା ବେଳେ ଘରେ ଲୋକଙ୍କର ପାଣି ପଶିଥିବାର ଦେଖିବାକୁ ମିଳିଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ