ବରମୁଣ୍ଡା ଆନ୍ତରାଜ୍ୟ ବସ ଟର୍ମିନାଲ ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ 5T ସଚିବ

ଭୁବନେଶ୍ୱର: ସ୍ଥାନୀୟ ବରମୁଣ୍ଡା ଆନ୍ତରାଜ୍ୟ ବସ ଟର୍ମିନାଲ ରାଜ୍ୟର ବ୍ୟସ୍ତ ବସ୍ ଟର୍ମିନାଲ । ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଶହଶହ ବସ ଚଳାଚଳ କରିଥାଏ । ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତା କୁ ଦୃଷ୍ଟିରେ ରଖି 5T ଉପକ୍ରମରେ ଏହି ବସ ଟର୍ମିନାଲର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଅନୁଯାୟୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia