ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ଦଶହରା ପୂଜାକୁ ପ୍ରଭାବିତ କରିଛି । ମେଘ ସମୂହ ପ୍ରଭାବରେ ରାଜ୍ୟରେ ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ କିଛି ଅଞ୍ଚଳରେ ବର୍ଷା ଲାଗିରହିଛି । ବର୍ଷା ଯୋଗୁଁ ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ