ବାତ୍ୟା ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ: ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକୁ ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଆସନ୍ତା 4 ତାରିଖରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଆଜି ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିଥତ ହୋଇଯାଇଛି । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା । ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକର ଜିଲ୍ଲାପାଳ ଉପସ୍ଥିତ ରହିଥିଲେ । ଏହା ସହ ସ୍ୱତନ୍ତ୍ର ରିଲିଫ୍

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia