ମହାପୁରୁଷ ମାନଙ୍କୁ ନେଇ ଗୃହରେ ଉଦବେଗ ପ୍ରକାଶ କଲେ ବିଜେଡି ବିଧାୟକ ଶଶି ଭୂଷଣ

ଭୁବନେଶ୍ୱର : ମହାପୁରୁଷ ମାନଙ୍କୁ ନେଇ ଗୃହରେ ଉଦବେଗ ପ୍ରକାଶ କଲେ ବିଜେଡି ବିଧାୟକ ଶଶି ଭୂଷଣ ବେହେରା।ଜାତିର ପିତା ମହାତ୍ମା ଗାନ୍ଧୀ ଙ୍କ ଓଡ଼ିଶା ଯାତ୍ରା ସମୟରେ ରାଜ୍ୟରେ ଛାଡି ଯାଇଥିବା ଛବି ତଥା ଯେଉଁ ଯେଉଁ ଅଞ୍ଚଳ ଯାଇଛନ୍ତି ଯଥା ପୁରୀ ଜିଲ୍ଲା ଡେଲାଙ୍ଗ ବେରବୋଇ , ବାଲିଅନ୍ତା ନିକୁଞ୍ଜ ବିହାରୀ ,କଟକ କାଠ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia