ମିଶନ୍ 2022 : ପାଞ୍ଚଟି ରାଜ୍ୟରେ ପ୍ରଭାରୀ ନିଯୁକ୍ତ କଲା ବିଜେପି, ଧର୍ମେନ୍ଦ୍ର ପ୍ରଧାନଙ୍କୁ ଗୁରୁ ଦାୟିତ୍ୱ

ନୂଆଦିଲ୍ଲୀ : ଆସନ୍ତା ବର୍ଷ 2022 ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ପ୍ରସ୍ତୁତି ଆରମ୍ଭ କରିଛି । ବୁଧବାର ଦିନ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ସମ୍ପର୍କରେ ବିଜେପି ଏକ ବଡ଼ ଘୋଷଣା କରିଛି । ଦଳ ଆସନ୍ତା ନିର୍ବାଚନ ପାଇଁ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia