ନିର୍ବାଚନ ଫଳାଫଳ ଆସିବା ପରେ ପଶ୍ଚିମବଙ୍ଗରେ ରାଜନୀତିକ ବୟାନବାଜି ଜୋର ଧରିଛି। ବଙ୍ଗଲାରେ ବିଜେପି ବହୁମତ ହାସଲ କରିବା ପରେ ପ୍ରଥମ ଥର ପାଇଁ ଦିଦି ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ କଡା ସମାଲୋଚନା କରିଛନ୍ତି।ବେଙ୍ଗଲ ବିଧାନସଭା ନିର୍ବାଚନରେ ହାରିବା ପରେ ବିଜେପି ବିରୋଧରେ ଭୋଟ ଚୋରି ଅଭିଯୋଗକୁ ତୀବ୍ର କରିଛନ୍ତି ମମତା ବାନାର୍ଜୀ।I will not resign: Didi
ମୁଁ ଇସ୍ତଫା ଦେବି ନାହିଁ:ଦିଦି


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ