ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କଲେ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀ

ଭୁବନେଶ୍ୱର: ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀ ଆଜି ଲୋକ ସେବା ଭବନକୁ ଆସି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଗତକାଲି ମାନ୍ୟବର ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କଠାରୁ ନୂଆଦିଲ୍ଲୀରେ ପଦ୍ମଶ୍ରୀ ସମ୍ମାନ ଗ୍ରହଣ କରିଥିଲେ। ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀ କୌଣସି ଆନୁଷ୍ଠାନିକ ଶିକ୍ଷା ଗ୍ରହଣ କରି ନାହାନ୍ତି । ଜନଜାତି ମହିଳାମାନଙ୍କ ପରି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia