ଭୁବନେଶ୍ୱର: ଆସନ୍ତାକାଲି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । କୋଭିଡକୁ ଦୃଷ୍ଟିରେ ରଖି ଗହଳି ନ କରି ଜନସାଧାରଣ ନିରାପଦରେ ରକ୍ଷା ବନ୍ଧନ ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏଥିସହିତ କାଲି ରାକ୍ଷୀ ପୂର୍ଣ୍ଣିମା ପାଇଁ ନବୀନ ନିବାସକୁ ନ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ