ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେଲା ଇ-ରାଇଡ ଓ ଇ-ବସ୍ ସେବା । ଗତକାଲି ଏହାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଏୟାରପୋର୍ଟ ରୋଡର ନବୀନ ନିବାସ ସାମ୍ନାରେ ଉଭୟ ସେବାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଏହା ବାୟୁପ୍ରଦୂଷଣ ଏବଂ ଶବ୍ଦ ପ୍ରଦୂଷଣ ମୁକ୍ତ ହୋଇପାରିବ । ଆସନ୍ତା କାଲି ପର୍ଯ୍ୟନ୍ତ ଯାତ୍ରୀ ପାଇପାରେବେ ମାଗଣା ସେବା
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ