ଭୁବନେଶ୍ୱର: ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଅହିଂସା ରଥ’ର ଉଦଘାଟନ କରିଥିଲେ । ରାଜ୍ୟର ୩୦ ଗୋଟି ଜିଲ୍ଲାକୁ ଏହି ରଥ ପରିକ୍ରମା କରିବ । ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ଏଭଳି ବାର୍ତ୍ତା ପ୍ରଚାର ପାଇଁ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ପ୍ରୟାସ ଆରମ୍ଭ କରାଯାଇଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ