ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ, ଦୈନିକ ସଂକ୍ରମଣ ଦୁଇ ଶହ ପାର୍

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍‌ସେସ୍‌ (ଆଇଏଲ୍‌ଏସ୍‌) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ସେପଟେ ଆଜି ରାଜ୍ୟରେ ଦୁଇ ଶହ ପାର୍ ହୋଇଛି ଦୈନିକ ସଂକ୍ରମଣ ସଂଖ୍ୟା । ଗତ ୨୪

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia