ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
ରାଜ୍ୟରେ ଆଉ ୬୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ