ରାଜ୍ୟରେ ୭୩୦୦ ହକର ପାଇଲେ ୬୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା, ମିଳିଲା ସାମାଜିକ ସୁରକ୍ଷା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି। ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକର ମାନଙ୍କ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia