ରାଜ୍ୟସଭାର 6 ଆସନରେ ଉପ-ନିର୍ବାଚନ ତାରିଖ ଘୋଷଣା, ଅକ୍ଟୋବର 4 ରେ ମତଦାନ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗ, ଆସାମ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଏବଂ ତାମିଲନାଡୁରେ ଖାଲିଥିବା ରାଜ୍ୟସଭା ଆସନରେ ଉପ-ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି । ଏହି ରାଜ୍ୟଗୁଡିକରେ ଆସନ୍ତା ଅକ୍ଟୋବର 4 ରେ ରାଜ୍ୟସଭାର ମୋଟ 6 ଟି ଆସନ ପାଇଁ ଉପ-ନିର୍ବାଚନ ଅନୁଷ୍ଠିତ ହେବ । ସୂଚନାଯୋଗ୍ୟ ଯେ ପଶ୍ଚିମବଙ୍ଗ, ଆସାମ, ମହାରାଷ୍ଟ୍ର,

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia