ଭୁବନେଶ୍ବର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଓଡିଶା ଆସୁଛନ୍ତି । ଆଜି ଅପରାହ୍ଣ ୨ଟା ୩୦ରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ଅହଞ୍ଚିବା ପରେ ଅପରାହ୍ନ ୩ଟା ୦୫ରେ ପୁରୀ ହେଲିପ୍ୟାଡରେ ପହଞ୍ଚିଛନ୍ତି । ହେଲିପ୍ୟାଡରୁ ୩ଟା ୧୫ରେ ବାହାରି ୩ଟା ୨୫ରେ ରାଜଭବନରେ ଅବସ୍ଥାନ କରିବେ । ୪ଟା ୫୦ରେ ରାଜଭବନରୁ ବାହାରି ଶ୍ରୀମନ୍ଦିରକୁ ଯିବେ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ