ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ହତ୍ୟା

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା। ବିଜେପି ବିଧାୟକ ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳିମାଡ। ଗୁଳିମାଡରେ ଚନ୍ଦ୍ରନାଥ ରଥ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା। ପଶ୍ଚିମବଙ୍ଗର ମଧ୍ୟମଗ୍ରାମରେ ଦୋହାରିଆରେ ଶୁଭେନ୍ଦୁ ଅଧିକାରୀଙ୍କ ପିଏ ଉପରେ ଗୁଳି ଚାଳନା କରାଯାଇଛି। Shubhendu officer’s PA murdered