ଭୁବନେଶ୍ୱର: ଶେଷ ହୋଇଛି ଆଜି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟଫର୍ମ ବସିଥିଲା ବୈଠକ । ତେବେ ଏହି ବୈଠକରେ ମୋଟ ୩୨ଟି ପ୍ରସ୍ତାବ ଉପରେ ଲାଗିଛି କ୍ୟାବିନେଟ ମୋହର । ଅଧିକ ଅପଡେଟ୍ ପାଇଁ ଆମ ସହ ଯୋଡି ହୋଇ ରହୁନ୍ତୁ…
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ