ଶ୍ରୀମନ୍ଦିରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହାନ

ପୁରୀରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନ । ପତ୍ନୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସ୍ୱାଗତ କରାଯାଇଥିଲା ।Union Minister Shivraj Singh Chouhan at the temple