ସରକାରୀ କର୍ମଚାରୀ ପାଇଁ ବଢିଲା ଗୃହ ନିର୍ମାଣ ଋଣ ସହାୟତା, ୮ ପ୍ରତିଶତ ସୁଧରେ ପାଇବେ ୪୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ

ଭୁବନେଶ୍ୱର: ସରକାରୀ କର୍ମଚାରୀ ପାଇଁ ଖୁସି ଖବର । ବଢିଲା ଗୃହ ନିର୍ମାଣ ଋଣ ସହାୟତା । ଉପହାର ଦେଲେ ମୁଖ୍ୟମନ୍ତ୍ରୀ । ଏଣିକି ୮ ପ୍ରତିଶତ ସୁଧରେ ପାଇ ପାରିବେ ୪୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ । ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia