Odisha ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା OdiaTimes May 16, 2026 1 min read Share this:Share Share on Facebook (Opens in new window) Facebook Share on X (Opens in new window) X ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୫୮ରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଛି।Expensive allowances of government employees increased Post navigation Previous ଆଜି ଗୁଜରାଟ-କୋଲକାତା ମୁକାବିଲା; ଫ୍ଲେ ଅଫ୍ ଲକ୍ଷ୍ୟରେ ଗିଲ୍ ବାହିନୀNext ବୈଜ୍ଞାନିକଙ୍କ ବଡ ଚେତାବନୀ, ଭାରତରେ ପଡ଼ିବ ପ୍ରଚଣ୍ଡ ମରୁଡ଼ି More Stories Odisha ବଢ଼ିଲା ଘରୋଇ ବସ ଭଡ଼ା, କିଲୋମିଟର ପିଛା ୨ ପଇସା ବୃଦ୍ଧି May 16, 2026 OdiaTimes 1 min read Odisha ସୁପ୍ରିମକୋର୍ଟରେ ସପ୍ତାହକୁ ହେବ ଦୁଇ ଦିନ ଭର୍ଚୁଆଲ ଶୁଣାଣି, ଇନ୍ଧନ ବଞ୍ଚେଇବା ପାଇଁ ବଡ଼ ନିଷ୍ପତ୍ତି May 16, 2026 OdiaTimes 1 min read Odisha ବୈଜ୍ଞାନିକଙ୍କ ବଡ ଚେତାବନୀ, ଭାରତରେ ପଡ଼ିବ ପ୍ରଚଣ୍ଡ ମରୁଡ଼ି May 16, 2026 OdiaTimes
More Stories
ବଢ଼ିଲା ଘରୋଇ ବସ ଭଡ଼ା, କିଲୋମିଟର ପିଛା ୨ ପଇସା ବୃଦ୍ଧି
ସୁପ୍ରିମକୋର୍ଟରେ ସପ୍ତାହକୁ ହେବ ଦୁଇ ଦିନ ଭର୍ଚୁଆଲ ଶୁଣାଣି, ଇନ୍ଧନ ବଞ୍ଚେଇବା ପାଇଁ ବଡ଼ ନିଷ୍ପତ୍ତି
ବୈଜ୍ଞାନିକଙ୍କ ବଡ ଚେତାବନୀ, ଭାରତରେ ପଡ଼ିବ ପ୍ରଚଣ୍ଡ ମରୁଡ଼ି