ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ଏଣିକି ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ଏବେ ସାରା ରାଜ୍ୟରେ ମୌସୁମୀର ସ୍ପର୍ଶ । ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏନେଇ ସୋମବାର ଟ୍ୱିଟ୍ କରି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଚଳିତ ବର୍ଷ ଜୁନ୍‌ ୧୬ ତାରିଖରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା। ତେବେ ମୌସୁମୀ ପ୍ରଭାବରେ ଆଜିଠୁ ୫

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia