ଭୁବନେଶ୍ୱର: ଆସନ୍ତା 25ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ସେହିଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ବିଦ୍ୟାଳୟ, ବିଶ୍ବବିଦ୍ୟାଳୟ ଅନ୍ୟ ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟାଙ୍କିଙ୍ଗ ଇନଷ୍ଟିଚ୍ୟୁଶନ ଆଦି ବନ୍ଦ ରହିବ ନେଇ ସୂଚନା ମିଳିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ