ସ୍କୁଲ ବସ ଉପରେ ୨ ଲକ୍ଷ ୩୩ ହଜାର ଟଙ୍କାର ଫାଇନ୍

ଭୁବନେଶ୍ୱର: ଫିଟନେସ୍‌ ଯାଞ୍ଚ ବେଳେ ଏକ ସ୍କୁଲ ବସ୍‌ ଉପରେ ପଡ଼ିଛି ୨ ଲକ୍ଷ ୩୩ ହଜାର ଫାଇନ୍ । ଭୁବନେଶ୍ୱର ଡମଣା ଛକରେ ଆଜି ପରିବହନ ବିଭାଗ ଏକ ବସ୍‌ ଉପରେ ଏହି ଫାଇନ୍‌ ଲାଗୁ କରିବା ସହ ବସ୍‌ଟିକୁ ଜବତ କରାଯାଇଛି। ଏହି ବସ ଉପରେ ଫାଇନ୍‌ ଲାଗୁ ହେବା ସହ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia