ହକିକୁ ନବୀନଙ୍କ ଭେଟି: ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡିଶା

ଭୁବନେଶ୍ୱର: ହକି ଉପରେ ରହିବ ଅଧିକ ଫୋକସ୍ । ଆଗାମୀ ୧୦ ବର୍ଷ ପର୍ଯ୍ୟନ୍ତ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡିଶା । ଏ ନେଇ ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ ସମ୍ୱର୍ଦ୍ଧନା ସଭାରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ୨୦୧୮ରୁ ୨୦୨୩ ଯାଏଁ ଭାରତୀୟ ହକିର ପ୍ରାୟୋଜକ ରହିବାକୁ ରାଜ୍ୟ
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia