ଭୁବନେଶ୍ୱର: ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଛି। ଆଜି ଉପକୂଳ ଓଡ଼ିଶା ସମେତ ପାର୍ଶ୍ବବର୍ତ୍ତୀ ଜିଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତିନିଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। {image-7e6c1da503422c81038bd79473d66dc4-750×430-1660109155.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia


More Stories
ନନ୍ଦୀଗ୍ରାମ ଆସନ ଛାଡ଼ିଲେ ଶୁଭେନ୍ଦୁ ଅଧିକାରୀ
ଚୀନକୁ ଭାରତର କଡ଼ା ବାର୍ତ୍ତା
ଆଜି ତାମିଲନାଡୁରେ ବିଜୟଙ୍କ ଫ୍ଲୋର ଟେଷ୍ଟ