୨୪ ଘଣ୍ଟାରେ ୮୩୬ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । କ୍ରମାଗତ ଭାବେ ସଂକ୍ରମଣ ହ୍ରାସ ପାଉଥିବା ଦେଖାଦେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୬ ନୂତନ ମାମଲା  ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୯୦ ଜଣ, ସ୍ଥାନୀୟ ୩୪୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia